1 Kings 16:6 — Compare Translations

5 translations compared side by side

Odia - 1840
"ବାଶା ମୃତ୍ଯୁବରଣ କଲେ ଓ ନିଜ ପିତୃଗଣଙ୍କ କବର ତିର୍ସା ରେ କବର ପାଇଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଏଲା ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବାଶା ଆପଣା ପିତୃଗଣ ସହିତ ଶୟନ କରନ୍ତେ, ତିର୍ସାରେ କବର ପାଇଲେ ଓ ତାଙ୍କ ପୁତ୍ର ଏଲା ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଶା ମୃତ୍ୟୁବରଣ କଲେ ଓ ନିଜ ପିତୃଗଣଙ୍କ କବର ତିର୍ସାରେ କବର ପାଇଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଏଲା ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।