1 Kings 16:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ବାଶା ଓ ତା'ର ପରିବାରର ବିପକ୍ଷ ଭବିଷ୍ଯଦ୍ବକ୍ତା ହନାନିଯଙ୍କ ପୁତ୍ର ଯହେୂଙ୍କ ନିକଟକୁ ଏକବାର୍ତ୍ତା ପଠାଇଲେ। ବାଶା ଘୃଣିତ କାର୍ୟ୍ଯଦ୍ବାରା ସଦାପ୍ରଭୁଙ୍କୁ କୋର୍ଧିତ କଲେ। ୟାରବିଯାମର ପରିବାର ପୂର୍ବରୁ ଯାହା କରିଥିଲେ, ସେ ଠିକ୍ ସଇେ କାର୍ୟ୍ଯ କଲେ। ସଦାପ୍ରଭୁ ମଧ୍ଯ କୋରଧିତ ଥିଲେ କାରଣ ସେ ସମସ୍ତ ୟାରବିଯାମ ପରିବାରକୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କର ହସ୍ତରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ଵାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ବାଶା ଓ ତା’ର ପରିବାରର ବିପକ୍ଷରେ ଭବିଷ୍ୟଦ୍ବକ୍ତା ହନାନିୟଙ୍କ ପୁତ୍ର ଯେହୂଙ୍କ ନିକଟକୁ ଏକବାର୍ତ୍ତା ପଠାଇଲେ। ବାଶା ଘୃଣିତ କାର୍ଯ୍ୟଦ୍ୱାରା ସଦାପ୍ରଭୁଙ୍କୁ କ୍ରୋଧିତ କଲେ। ଯାରବିୟାମର ପରିବାର ପୂର୍ବରୁ ଯାହା କରିଥିଲେ, ସେ ଠିକ୍ ସେଇ କାର୍ଯ୍ୟ କଲେ। ସଦାପ୍ରଭୁ ମଧ୍ୟ କ୍ରୋଧିତ ଥିଲେ କାରଣ ସେ ସମସ୍ତ ଯାରବିୟାମ ପରିବାରକୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)