1 Kings 16:8 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଆସାର ଛବିଶ୍ ବର୍ଷ ରାଜତ୍ବ କାଳ ରେ ବାଶାର ପୁତ୍ର ଏଲା ତିର୍ସା ରେ ଇଶ୍ରାୟେଲ ଉପରେ ଦୁଇବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ଆସା ରାଜାଙ୍କର ଅଧିକାରର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ-ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲା, ଇସ୍ରାଏଲର ରାଜା ଯିହୁଦାରେ ଆସାର ଛବିଶ୍ ବର୍ଷ ରାଜତ୍ୱ କାଳରେ ବାଶାର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ଆସା ରାଜାଙ୍କ ରାଜତ୍ଵର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ ବଂଶ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ଆସା ରାଜାଙ୍କ ରାଜତ୍ଵର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ-ବଂଶ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।