1 Kings 16:9 — Compare Translations
5 translations compared side by side
Odia - 1840
"ରାଜା ଏଲାଙ୍କର ରଥ ସମୂହର ଅର୍ଦ୍ଧକରେ ଅଧ୍ଯକ୍ଷ ସିମ୍ରି ନାମକ ରାଜାଙ୍କର ଜଣେ ଅଧିକାରୀ ଥିଲେ, ଏଲାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ। ସହେି ସମୟରେ ଏଲା ଅର୍ସାର ଗୃହ ରେ ମଦ୍ଯପାନ କରି ମାତାଲ ହାଇଗେଲା। ଅର୍ସା ତିର୍ସା ପ୍ରାସାଦର ଦାଯିତ୍ବ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ପ୍ରତିକୂଳରେ ଚକ୍ରା; କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଏଲାଙ୍କର ରଥ ସମୂହର ଅର୍ଦ୍ଧେକର ଅଧ୍ୟକ୍ଷ ସିମ୍ରି ନାମକ ରାଜାଙ୍କର ଜଣେ ଅଧିକାରୀ ଥିଲେ, ଏଲାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। ସେହି ସମୟରେ ଏଲା ଅର୍ସାର ଗୃହରେ ମଦ୍ୟପାନ କରି ମାତାଲ ହୋଇଗଲା। ଅର୍ସା ତିର୍ସା ପ୍ରାସାଦର ଦାୟିତ୍ୱରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;