1 Kings 17:1 — Compare Translations
5 translations compared side by side
Odia - 1840
"ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଓ ଅନାବୃଷ୍ଟି ସମୟ ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ’ ବାକ୍ୟାନୁସାରେ ହେବ।”