1 Kings 17:10 — Compare Translations

5 translations compared side by side

Odia - 1840
"ତେଣୁ ଏଲିଯ ସାରିଫତ୍କୁ ଗଲେ। ସେ ନଗର ଦ୍ବାର ନିକଟରେ ଏକ ବିଧବା ସ୍ତ୍ରୀକୁ କାଠ ସଂଗ୍ରହ କରୁଥିବାର ଦେଖିଲେ। ଏଲିଯ ତାକୁ କହିଲେ, ତୁମ୍ଭ ପାତ୍ର ରେ କିଛି ଜଳ ପିଇବାକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଉଠି ସାରିଫତ୍କୁ ଗଲେ ଓ ସେ ନଗର ଦ୍ଵାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଲିୟ ସାରିଫ‌ତ୍‌କୁ ଗଲେ। ସେ ନଗର ଦ୍ୱାର ନିକଟରେ ଏକ ବିଧବା ସ୍ତ୍ରୀକୁ କାଠ ସଂଗ୍ରହ କରୁଥିବାର ଦେଖିଲେ। ଏଲିୟ ତାକୁ କହିଲେ, “ତୁମ୍ଭ ପାତ୍ରରେ କିଛି ଜଳ ପିଇବାକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”