1 Kings 17:12 — Compare Translations

5 translations compared side by side

Odia - 1840
"ବିଧବାଟି ଉତ୍ତର ଦଲୋ, ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନାମ ରେ ମୁଁ ପ୍ରତିଜ୍ଞା କରି କହୁଛି, ମାେ ପାଖ ରେ ଖଣ୍ଡେ ହେଲେ ରୁଟୀ ନାହିଁ, କବଳେ କଳସ ରେ ମୁଠିଏ ମଇଦା ଓ ପାତ୍ର ରେ ଅଳ୍ପ ତଲେ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମାେ ପାଇଁ ଓ ମାେ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା'ପରେ କ୍ଷୁଧା ରେ ମରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଜୀବିତ ଥିବା ପ୍ରମାଣେ ମୋʼଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ତ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ବିଧବାଟି ଉତ୍ତର ଦେଲା, “ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୋ’ ପାଖରେ ଖଣ୍ଡେ ହେଲେ ‌ରୋଟୀ ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା’ପରେ କ୍ଷୁଧାରେ ମରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋ’ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”