1 Kings 17:13 — Compare Translations

5 translations compared side by side

Odia - 1840
"ଏଲିଯ ସହେି ବିଧବାକୁ କହିଲେ, ଦୁଃଖ କର ନାହିଁ। ଘରକୁ ୟାଇ ତୁମ୍ଭ କହିବାନୁସା ରେ ଖାଦ୍ୟ ପ୍ରସ୍ତୁତ କର। କିନ୍ତୁ ପ୍ରଥମେ ଏକ େଛାଟ ପିଠା କରି ମାେ ନିକଟକୁ ଆଣ। ତା'ପରେ ତୁମ୍ଭପାଇଁ ଓ ତୁମ୍ଭ ପୁତ୍ର ପାଇଁ ପ୍ରସ୍ତୁତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଲୀୟ ତାହାକୁ କହିଲେ, ଭୟ ନ କର; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ କତିକି ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ସେହି ବିଧବାକୁ କହିଲେ, “ଦୁଃଖ କର ନାହିଁ। ଘରକୁ ଯାଇ ତୁମ୍ଭ କହିବାନୁସାରେ ଖାଦ୍ୟ ପ୍ରସ୍ତୁତ କର। କିନ୍ତୁ ପ୍ରଥମେ ଏକ ଛୋଟ ପିଠା କରି ମୋ’ ନିକଟକୁ ଆଣ। ତା’ପରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ ପ୍ରସ୍ତୁତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋ’ ପାଇଁ ଗୋଟିଏ ସାନ ପିଠା କରି ମୋ’ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।