1 Kings 17:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ' ଯେ ପର୍ୟ୍ଯନ୍ତ ସଦାପ୍ରଭୁ ବର୍ଷା ନ ପଠାନ୍ତି ସେ ପର୍ୟ୍ଯନ୍ତ ସେ କଳସ ରେ ମଇଦା ଶୂନ୍ଯ ହବେନାହିଁ କି ପାତ୍ର ରେ ତୈଳର ଅଭବ ରହିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯେପର୍ଯ୍ୟନ୍ତ ସଦାପ୍ରଭୁ ବର୍ଷା ନ ପଠାନ୍ତି ସେ ପର୍ଯ୍ୟନ୍ତ କଳସରେ ମଇଦା ଶୂନ୍ୟ ହେବ ନାହିଁ କି ପାତ୍ରରେ ତୈଳର ଅଭାବ ରହିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”