1 Kings 17:15 — Compare Translations
5 translations compared side by side
Odia - 1840
"ତେଣୁ ସେ ସ୍ତ୍ରୀ ଲୋକଟି ଘରକୁ ଗଲା ଓ ଏଲିଯଙ୍କ ବାକ୍ଯାନୁସା ରେ କାର୍ୟ୍ଯ କଲା। ଏଲିଯ, ସହେି ସ୍ତ୍ରୀ ଲୋକ ଓ ତା'ର ପୁତ୍ର ପାଇଁ ଅନକେ ଦିନ ପର୍ୟ୍ଯନ୍ତ ୟଥେଷ୍ଟ ଭୋଜନ କରିବାକୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନଯାଏ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ସ୍ତ୍ରୀଲୋକଟି ଘରକୁ ଗଲା ଓ ଏଲିୟଙ୍କ ବାକ୍ୟାନୁସାରେ କାର୍ଯ୍ୟ କଲା। ଏଲିୟ, ସେହି ସ୍ତ୍ରୀଲୋକ ଓ ତା’ର ପୁତ୍ର ପାଇଁ ଅନେକ ଦିନ ପର୍ଯ୍ୟନ୍ତ ଯଥେଷ୍ଟ ଭୋଜନ କରିବାକୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନଯାଏ ଭୋଜନ କଲେ।