1 Kings 17:16 — Compare Translations

5 translations compared side by side

Odia - 1840
"ସହେି ମଇଦା କଳସ ଓ ତୈଳପାତ୍ର କବେେ ଶୂନ୍ଯ ହେଲା ନାହିଁ। ସଦାପ୍ରଭୁ ଏଲିଯ ମାଧ୍ଯମ ରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଲୀୟଙ୍କ ଦ୍ଵାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମଇଦା କଳସ ଓ ତୈଳପାତ୍ର କେବେ ଶୂନ୍ୟ ହେଲା ନାହିଁ। ସଦାପ୍ରଭୁ ଏଲିୟ ମାଧ୍ୟମରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।