1 Kings 17:18 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୋ’ ବିରୁଦ୍ଧରେ ତୁମ୍ଭର କ’ଣ ଅଛି? ତୁମ୍ଭେ କ’ଣ ମୋର ପାପ ସ୍ମରଣ କରେଇବାକୁ ଓ ମୋର ପୁତ୍ରର ମୃତ୍ୟୁର କାରଣ ହେବା ପାଇଁ ଆସିଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ’ ପୁତ୍ରକୁ ବଧ କରିବାକୁ ଆସିଅଛ!”