1 Kings 17:19 — Compare Translations
5 translations compared side by side
Odia - 1840
"ତହୁଁ ଏଲିଯ ତାକୁ କହିଲେ, ତୁମ୍ଭ ପୁତ୍ରକୁ ମାେତେ ଦିଅ। ଏଲିଯ ତା'ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କଠାେରୀକୁ ନଇୟୋଇ ଆପଣା ଶୟ୍ଯା ରେ ତାକୁ ଶୁଆଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ ତାହାକୁ କହିଲେ, ମୋତେ ତୁମ୍ଭ ପୁତ୍ରକୁ ଦିଅ । ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକି ଘେନି ଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଏଲିୟ ତାକୁ କହିଲେ, “ତୁମ୍ଭ ପୁତ୍ରକୁ ମୋତେ ଦିଅ।” ଏଲିୟ ତା’ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କୋଠରୀକୁ ନେଇଯାଇ ଆପଣା ଶଯ୍ୟାରେ ତାକୁ ଶୁଆଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ। ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନି ଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।”