1 Kings 17:20 — Compare Translations

5 translations compared side by side

Odia - 1840
"ତା'ପରେ ଏଲିଯ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ ମାରେ ପରମେଶ୍ବର, ଏହି ସ୍ତ୍ରୀ ଲୋକଟି ମାେତେ ତା'ର ଗୃହ ରେ ଆଶ୍ରଯ ଦଇେଛି। ତୁମ୍ଭେ ତା'ର ପୁତ୍ରକୁ ବଧକରି ତା'ପ୍ରତି କାହିଁକି ଅମଙ୍ଗଳ ଘଟାଇଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କୁ ଡାକି କହିଲେ, ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏଲିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ସ୍ତ୍ରୀଲୋକଟି ମୋତେ ତା’ର ଗୃହରେ ଆଶ୍ରୟ ଦେଇଛି। ତୁମ୍ଭେ ତା’ର ପୁତ୍ରକୁ ବଧ କରି ତା’ ପ୍ରତି କାହିଁକି ଅମଙ୍ଗଳ ଘଟାଇଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କ’ଣ ଅମଙ୍ଗଳ ଘଟାଇଲ?”