1 Kings 17:21 — Compare Translations

5 translations compared side by side

Odia - 1840
"ତା'ପରେ ଏଲିଯ ବାଳକ ଉପରେ ତିନିଥର ନିଜକୁ ଲମ୍ବାଇ ଦେଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ହେ ସଦାପ୍ରଭୁ ମାରେ ପରମେଶ୍ବର, ଏହି ମୃତ ଶରୀରକୁ ଜୀବନ ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ଵାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରି ଆସୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏଲିୟ ବାଳକ ଉପରେ ତିନିଥର ନିଜକୁ ଲମ୍ବାଇ ଦେଲେ। ତା’ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ମୃତ ଶରୀରକୁ ଜୀବନ ପ୍ରଦାନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରିଆସୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରି ଆସୁ।”