1 Kings 17:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏଲିଯର ପ୍ରାର୍ଥନାର ଉତ୍ତର ଦେଲେ ଏବଂ ବାଳକଟି ପ୍ରଶ୍ବାସ ନବୋକୁ ଆରମ୍ଭ କଲା ଓ ପୁଣି ଜୀବନ ଫରେି ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏଲିୟର ପ୍ରାର୍ଥନାର ଉତ୍ତର ଦେଲେ ଏବଂ ବାଳକଟି ପ୍ରଶ୍ୱାସ ନେବାକୁ ଆରମ୍ଭ କଲା ଓ ପୁଣି ଜୀବନ ଫେରି ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।