1 Kings 17:23 — Compare Translations

5 translations compared side by side

Odia - 1840
"ତା'ପରେ ଏଲିଯ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସହେି ସ୍ତ୍ରୀ ଲୋକଟିକୁ କହିଲେ, ଦେଖ, ତୁମ୍ଭର ପୁତ୍ର ଜୀବିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି ଏଲୀୟ କହିଲେ, ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏଲିୟ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସେହି ସ୍ତ୍ରୀଲୋକଟିକୁ କହିଲେ, “ଦେଖ, ତୁମ୍ଭର ପୁତ୍ର ଜୀବିତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।”