1 Kings 17:24 — Compare Translations
5 translations compared side by side
Odia - 1840
"ତହୁଁ ସ୍ତ୍ରୀ ଲୋକଟି ଏଲିଯଙ୍କୁ କହିଲା, ତୁମ୍ଭେ ଯେ ପରମେଶ୍ବରଙ୍କ ଲୋକ ଓ ତୁମ୍ଭ ମୁଖ ରେ ସଦାପ୍ରଭୁଙ୍କ ବାକ୍ଯ ଯେ ସତ୍ଯ ମୁଁ ଏହା ଏବେ ଜାଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, ତୁମ୍ଭେ ଯେ ପରମେଶ୍ଵରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ ମୁଁ ଏହା ଏବେ ଜାଣିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”