1 Kings 17:4 — Compare Translations

5 translations compared side by side

Odia - 1840
"ସହେି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”
Odia IRV 2017 (ଓଡିଆ ବାଇବେଲ)
ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।