1 Kings 17:5 — Compare Translations
5 translations compared side by side
Odia - 1840
"ଏଲିଯ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ କାର୍ୟ୍ଯ କଲେ। ସେ ୟର୍ଦ୍ଦନ ପୂର୍ବପାରିସ୍ଥ କରୀତ ନଦୀ ନିକଟକୁ ୟାଇ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ସଦାପ୍ରଭୁଙ୍କ ଆଜ୍ଞାନୁସାରେ କାର୍ଯ୍ୟ କଲେ। ସେ ଯର୍ଦ୍ଦନ ପୂର୍ବପାରିସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।