1 Kings 17:6 — Compare Translations
5 translations compared side by side
Odia - 1840
"ପୁଣି କାଉମାନେ ପ୍ରାତଃକାଳ ରେ ରୋଟୀ ଓ ମାଂସ ଓ ସନ୍ଧ୍ଯା ବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କାକମାନେ ପ୍ରାତଃକାଳରେ ରୋଟୀ ଓ ମାଂସ, ପୁଣି ସନ୍ଧ୍ୟା ବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କାଉମାନେ ପ୍ରାତଃକାଳରେ ରୋଟୀ ଓ ମାଂସ ଓ ସନ୍ଧ୍ୟାବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।