1 Kings 17:7 — Compare Translations
5 translations compared side by side
Odia - 1840
"ଅନାବୃଷ୍ଟି ହତେୁ କିଛି କାଳପରେ ଝରଣାଗୁଡିକ ଶୁଷ୍କ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନାବୃଷ୍ଟି ହେତୁ କିଛି କାଳପରେ ଝରଣାଗୁଡ଼ିକ ଶୁଷ୍କ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।