1 Kings 17:9 — Compare Translations

5 translations compared side by side

Odia - 1840
"ସୀଦୋନର ସାରିଫତ୍କୁ ୟାଇ ସଠାେରେ ବାସ କର। ସଠାେରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦଇେଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ଉଠ, ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର । ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକି ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସୀଦୋନର ସାରିଫ‌ତ୍‌କୁ ଯାଇ ସେଠାରେ ବାସ କର। ସେଠାରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, “ଉଠ, ସୀଦୋନର ସାରିଫତ୍‍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଯଥା, ଉଠ, ସୀଦୋନର ସାରିଫତ୍‍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।