1 Kings 18:1 — Compare Translations

5 translations compared side by side

Odia - 1840
"ଅନାବୃଷ୍ଟିର ତୃତୀୟ ବର୍ଷ ରେ ସଦାପ୍ରଭୁ ଏଲିଯଙ୍କୁ କହିଲେ, ତୁମ୍ଭେ ୟାଇ ରାଜା ଆହାବ୍ଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଓ ବାଲଙ୍କ ଭବିଷ୍ୟ‌ଦ୍‌ବକ୍ତାଗଣ ଅନାବୃଷ୍ଟିର ତୃତୀୟ ବର୍ଷରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ତୁମ୍ଭେ ଯାଇ ରାଜା ଆହାବଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”
Odia IRV 2017 (ଓଡିଆ ବାଇବେଲ)
ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।