1 Kings 18:10 — Compare Translations
5 translations compared side by side
Odia - 1840
"ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଛନ୍ତି। ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି, ଦେଶ ମଧିଅରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ଯ ନାହିଁ ଯେଉଁସ୍ଥାନକୁ ମାରେ ପ୍ରଭୁ ତୁମ୍ଭକୁ ଅନ୍ବଷେଣ କରିବାକୁ ପଠାଇ ନାହାଁନ୍ତି। ତୁମ୍ଭକୁ ଖାଜେିବାକୁ ରାଜା ପ୍ରେତ୍ୟକକ ଦେଶକୁ ଲୋକ ପଠାଇ ଅଛନ୍ତି। ସହେି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ଯ କରିଛନ୍ତି ଯେ, ସମାନେେ ତୁମ୍ଭକୁ ସମାନଙ୍କେ ଦେଶ ରେ ପାଇ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ଵେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କି ରାଜ୍ୟ ନାହିଁ । ପୁଣି ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଛନ୍ତି। ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି, ଦେଶ ମଧ୍ୟରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ୟ ନାହିଁ ଯେଉଁସ୍ଥାନକୁ ମୋର ପ୍ରଭୁ ତୁମ୍ଭକୁ ଅନ୍ୱେଷଣ କରିବାକୁ ପଠାଇ ନାହାନ୍ତି। ତୁମ୍ଭକୁ ଖୋଜିବାକୁ ରାଜା ପ୍ରତ୍ୟେକ ଦେଶକୁ ଲୋକ ପଠାଇ ଅଛନ୍ତି। ସେହି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଛନ୍ତି ଯେ, ସେମାନେ ତୁମ୍ଭକୁ ସେମାନଙ୍କ ଦେଶରେ ପାଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋ’ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, “ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।”