1 Kings 18:11 — Compare Translations

5 translations compared side by side

Odia - 1840
"ଏବେ ତୁମ୍ଭେ କହୁଛ, ୟାଅ ଓ ତୁମ୍ଭ ପ୍ରଭୁଙ୍କୁ କୁହ ଏଲିଯ ଏଠା ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଆପଣ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ତୁମ୍ଭେ କହୁଛ, ଯାଅ ଓ ତୁମ୍ଭ ପ୍ରଭୁଙ୍କୁ କୁହ ଏଲିୟ ଏଠାରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଆପଣ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ଏବେ ଆପଣ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।