1 Kings 18:12 — Compare Translations
5 translations compared side by side
Odia - 1840
"ଯଦି ମୁଁ ୟାଇ ତୁମ୍ଭ ବିଷଯ ରେ ରାଜା ଆହାବ୍ଙ୍କୁ ଜଣାଏ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭରୁ ମାରେ ଅଜଣା ସ୍ଥାନକୁ ନଇେଯିବେ। ଯେତବେେଳେ ଆହାବ୍ ତୁମ୍ଭକୁ ନ ପାଇବେ ସେ ମାେତେ ହତ୍ଯା କରିବେ। ମାତ୍ର ମୁଁ ବାଲ୍ଯ କାଳରୁ ସଦାପ୍ରଭୁଙ୍କ ଅନୁଗାମୀ ହାଇେ ଆସୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ଵାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ଯାଇ ତୁମ୍ଭ ବିଷୟରେ ରାଜା ଆହାବଙ୍କୁ ଜଣାଏ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ମୋର ଅଜଣା ସ୍ଥାନକୁ ନେଇଯିବେ। ଯେତେବେଳେ ଆହାବ ତୁମ୍ଭକୁ ନ ପାଇବେ ସେ ମୋତେ ହତ୍ୟା କରିବେ। ମାତ୍ର ମୁଁ ବାଲ୍ୟ କାଳରୁ ସଦାପ୍ରଭୁଙ୍କ ଅନୁଗାମୀ ହୋଇ ଆସୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।