1 Kings 18:13 — Compare Translations

5 translations compared side by side

Odia - 1840
"ମୁଁ ଯାହା କରିଛି ତୁମ୍ଭେ ସେ ସବୁ ଜାଣିଛ। ଈଷବଲେ ଯେତବେେଳେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରିପକାଉ ଥିଲା। ମୁଁ ସମାନଙ୍କେ ମଧ୍ଯରୁ ଏକଶତ ଭବିଷ୍ଯଦ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଦୁଇଟି ଗହ୍ବର ରେ ଲୁଗ୍ଭଇ ରଖିଥିଲି ଓ ସମାନଙ୍କେୁ ଅନ୍ନ ଜଳ ଦଇେ ଭରଣ ପୋଷଣ କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ଵରରେ ଲୁଚାଇ ରଖି ଅନ୍ନ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହା କରିଛି ତୁମ୍ଭେ ସେ ସବୁ ଜାଣିଛ। ଈଷେବଲ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମାରିପକାଉ ଥିଲା। ମୁଁ ସେମାନଙ୍କ ମଧ୍ୟରୁ ଏକଶତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ନେଇ ପଗ୍ଭଶ୍ ଜଣ କରି ଦୁଇଟି ଗହ୍ୱରରେ ଲୁଗ୍ଭଇ ରଖିଥିଲି ଓ ସେମାନଙ୍କୁ ଅନ୍ନ ଜଳ ଦେଇ ଭରଣ ପୋଷଣ କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କ’ଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?