1 Kings 18:14 — Compare Translations

5 translations compared side by side

Odia - 1840
"ଏବେ ତୁମ୍ଭେ କହୁଛ, ୟାଅ ତୁମ୍ଭ ମୁନିବଙ୍କୁ କୁହ ଏଲିଯ ଏଠା ରେ ଅଛି। ତହିଁରେ ସେ ମାେତେ ବଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆପଣ ଏବେ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛି; ତହିଁରେ ସେ ମୋତେ ବଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ତୁମ୍ଭେ କହୁଛ, ଯାଅ ତୁମ୍ଭ ମୁନିବଙ୍କୁ କୁହ ଏଲିୟ ଏଠାରେ ଅଛି। ତହିଁରେ ସେ ମୋତେ ବଧ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଆପଣ ଏବେ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି; ତହିଁରେ ସେ ମୋତେ ବଧ କରିବେ।