1 Kings 18:15 — Compare Translations

5 translations compared side by side

Odia - 1840
"ଏଲିଯ ଉତ୍ତର କଲେ, ସର୍ବଶକ୍ତିମଯ ସଦାପ୍ରଭୁଙ୍କ ଜୀବିତ ଥିବା ପର୍ୟ୍ଯନ୍ତ ମୁଁ ପ୍ରତିଜ୍ଞା କରୁଛି, ମୁଁ ନିଶ୍ଚଯ ରାଜାଙ୍କୁ ଆଜି ଦଖାେ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ କହିଲେ, ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଉତ୍ତର କଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ପ୍ରତିଜ୍ଞା କରୁଛି, ମୁଁ ନିଶ୍ଚୟ ରାଜାଙ୍କୁ ଆଜି ଦେଖା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”