1 Kings 18:16 — Compare Translations

5 translations compared side by side

Odia - 1840
"ତେଣୁ ଓବଦିଯ ରାଜା ଆହାବ୍ଙ୍କୁ ଏଲିଯଙ୍କ ଉପସ୍ଥିତି ଜଣାଇଲେ। ରାଜା ଏଲିଯଙ୍କୁ ସାକ୍ଷାତ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ଵାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଓବଦିୟ ରାଜା ଆହାବଙ୍କୁ ଏଲିୟଙ୍କ ଉପସ୍ଥିତି ଜଣାଇଲେ। ରାଜା ଏଲିୟଙ୍କୁ ସାକ୍ଷାତ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।