1 Kings 18:17 — Compare Translations
5 translations compared side by side
Odia - 1840
"ଆହାବ୍ ଏଲିଯଙ୍କୁ ପଚାରିଲେ, ତୁମ୍ଭେ କ'ଣ ସହେି, ଯେ ଇଶ୍ରାୟେଲର ଦୁଃଖର କାରଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ଏଲିୟଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ସେହି, ଯେ ଇସ୍ରାଏଲର ଦୁଃଖର କାରଣ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ’ଣ ତୁମ୍ଭେ?”