1 Kings 18:19 — Compare Translations
5 translations compared side by side
Odia - 1840
"ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇଶ୍ରାୟେଲକୁ କର୍ମିଲ ପର୍ବତ ରେ ଦଖାେ କରିବାକୁ କୁହ। ବାଲ୍ ଦବେତାର 450 ଭବିଷ୍ଯଦ୍ବକ୍ତା ଓ ଅଶରୋ ବଦେୀର 400 ଭବିଷ୍ଯଦ୍ବକ୍ତାଙ୍କୁ ସହେି ପର୍ବତ ରେ ଦଖାେ କରିବାକୁ ଏକତ୍ର କର। ଯେଉଁମାନେ ସାଧାରଣତଃ ଇଷବଲରେ ମଜେ ରେ ଭୋଜନ କରନ୍ତି ଏବଂ ସମାନଙ୍କେୁ ପର୍ବତକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରିଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ କର୍ମିଲ ପର୍ବତରେ ଦେଖା କରିବାକୁ କୁହ। ବାଲ୍ଦେବତାର 450 ଭବିଷ୍ୟଦ୍ବକ୍ତା ଓ ଆଶେରା ବେଦିର 400 ଭବିଷ୍ୟଦ୍ବକ୍ତାଙ୍କୁ ସେହି ପର୍ବତରେ ଦେଖା କରିବାକୁ ଏକତ୍ର କର। ଯେଉଁମାନେ ସାଧାରଣତଃ ଇଷେବଲର ମେଜରେ ଭୋଜନ କରନ୍ତି ଏବଂ ସେମାନଙ୍କୁ ପର୍ବତକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରି ଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରିଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋ’ ନିକଟରେ ଏକତ୍ର କର।”