1 Kings 18:2 — Compare Translations
5 translations compared side by side
Odia - 1840
"ତେଣୁ ଏଲିଯ ରାଜା ଆହାବଙ୍କୁ ଭଟେିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ । ସେସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଲିୟ ରାଜା ଆହାବଙ୍କୁ ଭେଟିବାକୁ ଗଲେ। ସେ ସମୟରେ ଶମରିୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।