1 Kings 18:20 — Compare Translations

5 translations compared side by side

Odia - 1840
"ତେଣୁ ଆହାବ୍ ସମସ୍ତ ଇଶ୍ରାୟେଲୀୟଙ୍କୁ ଓ ସହେି ଭବିଷ୍ଯଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତକୁ ଡକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆହାବ ସମସ୍ତ ଇସ୍ରାଏଲୀୟଙ୍କୁ ଓ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ କର୍ମିଲ ପର୍ବତକୁ ଡକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।