1 Kings 18:21 — Compare Translations
5 translations compared side by side
Odia - 1840
"ଏଲିଯ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସମ୍ ବୋଧନ କଲେ, ତୁମ୍ଭମାନେେ କେତକୋଳ ଦ୍ବିମତ ମଧିଅରେ ସନ୍ଦହେ ରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ଯ ଭାବୁଛ। ଅନ୍ୟ ପକ୍ଷ ରେ ଯଦି ବାଲ ଦବେତା ସତ୍ଯ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ଵର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ । ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ସମ୍ବୋଧନ କଲେ, “ତୁମ୍ଭେମାନେ କେତେକାଳ ଦ୍ୱିମତ ମଧ୍ୟରେ ସନ୍ଦେହରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ୟ ଭାବୁଛ। ଅନ୍ୟ ପକ୍ଷରେ ଯଦି ବାଲ୍ଦେବତା ସତ୍ୟ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।” କିନ୍ତୁ ଲୋକମାନେ କିଛି ଉତ୍ତର ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)