1 Kings 18:22 — Compare Translations
5 translations compared side by side
Odia - 1840
"ତେଣୁ ଏଲିଯ କହିଲେ, ମୁଁ ଏଠା ରେ ସଦାପ୍ରଭୁଙ୍କର ଏକମାତ୍ର ଭବିଷ୍ଯଦ୍ବକ୍ତା ଅଛି, ମାତ୍ର ବାଲ୍ର 450 ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଲିୟ କହିଲେ, “ମୁଁ ଏଠାରେ ସଦାପ୍ରଭୁଙ୍କର ଏକମାତ୍ର ଭବିଷ୍ୟଦ୍ବକ୍ତା ଅଛି, ମାତ୍ର ବାଲ୍ର 450 ଭବିଷ୍ୟଦ୍ବକ୍ତା ଏଠାରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି।