1 Kings 18:23 — Compare Translations
5 translations compared side by side
Odia - 1840
"ଦୁଇଟି ବୃଷଭ ଆଣ। ବାଲ ଭବିଷ୍ଯଦ୍ବକ୍ତା ସେଥି ମଧ୍ଯରୁ ଗୋଟିଏ ନେଉ ଏବଂ ତାକୁ ବଧ କରି ତାକୁ ଖଣ୍ତ ଖଣ୍ତ କରି କାଠ ଉପରେ ରଖୁ। ସମାନେେ ସେଥି ରେ ଅଗ୍ନି ସଂୟୋଗ କରିବା ଉଚିତ୍ ନୁହେଁ। ମାେତେ ମଧ୍ଯ ଗୋଟିଏ ବୃଷଭ ଦିଆଯାଉ। ଠିକ୍ ସହେିପରି ଖଣ୍ତ ଖଣ୍ତ ପ୍ରସ୍ତୁତ କରି କାଠ ଉପରେ ରଖିବି। ଏବଂ ମୁଁ ତାକୁ ଅଗ୍ନି ଲଗାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ତ ଖଣ୍ତ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକି ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଟି ବୃଷଭ ଆଣ। ବାଲ୍ ଭବିଷ୍ୟଦ୍ବକ୍ତା ସେଥି ମଧ୍ୟରୁ ଗୋଟିଏ ନେଉ ଏବଂ ତାକୁ ବଧ କରି ତାକୁ ଖଣ୍ତ ଖଣ୍ତ କରି କାଠ ଉପରେ ରଖୁ। ସେମାନେ ସେଥିରେ ଅଗ୍ନି ସଂଯୋଗ କରିବା ଉଚିତ୍ ନୁହେଁ। ମୋତେ ମଧ୍ୟ ଗୋଟିଏ ବୃଷଭ ଦିଆଯାଉ, ଠିକ୍ ସେହିପରି ଖଣ୍ତ ଖଣ୍ତ ପ୍ରସ୍ତୁତ କରି କାଠ ଉପରେ ରଖିବି ଏବଂ ମୁଁ ତାକୁ ଅଗ୍ନି ଲଗାଇବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ।
Odia IRV 2017 (ଓଡିଆ ବାଇବେଲ)