1 Kings 18:24 — Compare Translations

5 translations compared side by side

Odia - 1840
"ତୁମ୍ଭେ ବାଲ୍ ଭବିଷ୍ଯଦ୍ବକ୍ତାଗଣ ତୁମ୍ଭ ଦବେତାକୁ ତୁମ୍ଭର ପ୍ରାର୍ଥନା କରିବ ଓ ମୁଁ ମାରେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି। ତହିଁରେ ଯେଉଁ ପରମେଶ୍ବର ଅଗ୍ନିଦ୍ବାରା ଉତ୍ତର ଦବେେ ସହେି ପ୍ରକୃତ ପରମେଶ୍ବର। ତା'ପରେ ସମସ୍ତ ଲୋକମାନେ ତାଙ୍କ ସହିତ ଏକମତ ହେଲେ ଏବଂ କହିଲେ, ଯାହା ତୁମ୍ଭେ କୁହ ଉତ୍ତମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ଵାରା ଉତ୍ତର ଦେବେ, ସେ ପରମେଶ୍ଵର ହେଉନ୍ତୁ । ଏଥିରେ ସମସ୍ତ ଲୋକ ଉତ୍ତର କଲେ, ଏ କଥା ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
ବାଲ୍ ଭବିଷ୍ୟ‌ଦ୍‌ବକ୍ତାଗଣ ତୁମ୍ଭେ ତୁମ୍ଭର ଦେବତାକୁ ପ୍ରାର୍ଥନା କରିବ ଓ ମୁଁ ମୋର ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି। ତହିଁରେ ଯେଉଁ ପରମେଶ୍ୱର ଅଗ୍ନିଦ୍ୱାରା ଉତ୍ତର ଦେବେ ସେହିଁ ପ୍ରକୃତ ପରମେଶ୍ୱର।” ତା’ପରେ ସମସ୍ତ ଲୋକମାନେ ତାଙ୍କ ସହିତ ଏକମତ ହେଲେ ଏବଂ କହିଲେ, ଯାହା ତୁମ୍ଭେ କୁହ ଉତ୍ତମ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
Odia IRV 2017 (ଓଡିଆ ବାଇବେଲ)