1 Kings 18:25 — Compare Translations
5 translations compared side by side
Odia - 1840
"ଏଲିଯ ବାଲ୍ ଭବିଷ୍ଯଦ୍ବକ୍ତାଙ୍କୁ କହିଲେ, ତୁମ୍ଭମାନେେ ତ ଏଠା ରେ ଅନକେ ଅଛ। ପ୍ରଥମେ ତୁମ୍ଭମାନେେ ଗୋଟିଏ ବୃଷଭ ପସନ୍ଦ କର। ବୃଷଭଟିକୁ ପ୍ରସ୍ତୁତ କର ଏବଂ ତୁମ୍ଭମାନଙ୍କର ଦବେତାକୁ ପ୍ରାର୍ଥନା କର। ମାତ୍ର ଅଗ୍ନି ସଂୟୋଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଏଲୀୟ ବାଲ୍ର ଭବିଷ୍ୟଦ୍-ବକ୍ତାମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ବାଲ୍ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେମାନେ ତ ଏଠାରେ ଅନେକ ଅଛ। ପ୍ରଥମେ ତୁମ୍ଭେମାନେ ଗୋଟିଏ ବୃଷଭ ପସନ୍ଦ କର। ବୃଷଭଟିକୁ ପ୍ରସ୍ତୁତ କର ଏବଂ ତୁମ୍ଭମାନଙ୍କର ଦେବତାକୁ ପ୍ରାର୍ଥନା କର। ମାତ୍ର ଅଗ୍ନି ସଂଯୋଗ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଲୀୟ ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
Odia IRV 2017 (ଓଡିଆ ବାଇବେଲ)