1 Kings 18:26 — Compare Translations

5 translations compared side by side

Odia - 1840
"ତେଣୁ ସମାନେେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସମାନେେ ପ୍ରାତଃକାଳରୁ ମଧ୍ଯାହ୍ନ ପର୍ୟ୍ଯନ୍ତ ବାଲ ନାମ ରେ ପ୍ରାର୍ଥନା କରି କହିଲେ, ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ। ମାତ୍ର କୌଣସି ଶଦ୍ଦ ହେଲାନାହିଁ କି କହେି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେ ନିର୍ମିତ ୟଜ୍ଞବଦେୀର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି ପ୍ରାତଃ କାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ । ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ । ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସେମାନେ ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ପ୍ରାର୍ଥନା କରି କହିଲେ, “ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ।” ମାତ୍ର କୌଣସି ଶବ୍ଦ ହେଲା ନାହିଁ କି କେହି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣ ସେମାନଙ୍କ ନିର୍ମିତ ଯଜ୍ଞବେଦିର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
Odia IRV 2017 (ଓଡିଆ ବାଇବେଲ)