1 Kings 18:28 — Compare Translations

5 translations compared side by side

Odia - 1840
"ତେଣୁ ସମାନେେ ଉଚ୍ଚସ୍ବର ରେ ପ୍ରାର୍ଥନା କଲେ। ସମାନେେ ଖଣ୍ତା ଓ ବର୍ଚ୍ଛା ରେ ନିଜକୁ କ୍ଷତ ବିକ୍ଷତ କଲେ। ଏହିପରି ସମାନେେ ପୂଜା କରୁଥିଲେ। ସମାନଙ୍କେ ଶରୀରରୁ ଧାର ଧାର ରକ୍ତ ବହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଉଚ୍ଚ ସ୍ଵର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଉଚ୍ଚସ୍ୱରରେ ପ୍ରାର୍ଥନା କଲେ। ସେମାନେ ଖଣ୍ତା ଓ ବର୍ଚ୍ଛାରେ ନିଜକୁ କ୍ଷତ ବିକ୍ଷତ କଲେ। ଏହିପରି ସେମାନେ ପୂଜା କରୁଥିଲେ। ସେମାନଙ୍କ ଶରୀରରୁ ଧାର ଧାର ରକ୍ତ ବହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଉଚ୍ଚ ସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।