1 Kings 18:3 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଆହାବ୍ ରାଜଗୃହର ଅଧ୍ଯକ୍ଷ ଓବଦିଯକୁ ଡକାଇଲେ। ଓବଦିଯ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ । (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଆହାବ ରାଜଗୃହର ଅଧ୍ୟକ୍ଷ ଓବଦିୟକୁ ଡକାଇଲେ। ଓବଦିୟ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।