1 Kings 18:30 — Compare Translations

5 translations compared side by side

Odia - 1840
"ତା'ପରେ ଏଲିଯ ଲୋକମାନଙ୍କୁ ଡାକି କହିଲେ, ବର୍ତ୍ତମାନ ତୁମ୍ଭମାନେେ ମାେ ନିକଟକୁ ଆସ। ତେଣୁ ସମାନେେ ଏଲିଯର ଗ୍ଭରି ପାଖ ରେ ଏକତ୍ରୀତ ହେଲେ। ସଦାପ୍ରଭୁଙ୍କ ଭାଙ୍ଗି ୟାଇଥିବା ୟଜ୍ଞବଦେୀକୁ ଏଲିଯ ପୁନନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, ମୋʼ କତିକି ଆସ; ତହୁଁ ସମଗ୍ର ଲୋକ ତାଙ୍କ କତିକି ଆସିଲେ । ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନର୍ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏଲିୟ ଲୋକମାନଙ୍କୁ ଡାକି କହିଲେ, “ବର୍ତ୍ତମାନ ତୁମ୍ଭେମାନେ ମୋ’ ନିକଟକୁ ଆସ।” ତେଣୁ ସେମାନେ ଏଲିୟର ଗ୍ଭରି ପାଖରେ ଏକତ୍ରିତ ହେଲେ। ସଦାପ୍ରଭୁଙ୍କ ଭାଙ୍ଗି ଯାଇଥିବା ଯଜ୍ଞବେଦିକୁ ଏଲିୟ ପୁନଃନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋ’ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।