1 Kings 18:31 — Compare Translations

5 translations compared side by side

Odia - 1840
"ଏଲିଯ ବାର ଗୋଟି ପଥର ପାଇଲେ। ଏହି ବାରଟି ପଥର ବାରଟି ଗୋଷ୍ଠୀ ପାଇଁ ଉର୍ଦ୍ଦିଷ୍ଟ ଥିଲା। ଏହା ବାରଟି ଗୋଷ୍ଠୀ ଯାକୁବଙ୍କର ବାର ପୁତ୍ରମାନଙ୍କର ନାମ ଅନୁସାରେ ହେଲେ। ସଦାପ୍ରଭୁ ଯାକୁବଙ୍କୁ ଇଶ୍ରାୟେଲ ନାମ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଯାକୁବ ନିକଟରେ ତୁମ୍ଭର ନାମ ଇସ୍ରାଏଲ ହେବ ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ବାର ଗୋଟି ପଥର ପାଇଲେ। ଏହି ବାରଟି ପଥର ବାରଟି ଗୋଷ୍ଠୀ ପାଇଁ ଉଦ୍ଧିଷ୍ଟ ଥିଲା। ଏହା ବାରଟି ଗୋଷ୍ଠୀ ଯାକୁବଙ୍କର ବାର ପୁତ୍ରମାନଙ୍କର ନାମ ଅନୁସାରେ ହେଲେ। ସଦାପ୍ରଭୁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।