1 Kings 18:32 — Compare Translations

5 translations compared side by side

Odia - 1840
"ଆଉ ସହେି ପଥର ରେ ସେ ସଦାପ୍ରଭୁଙ୍କ ନାମ ରେ ଏକ ୟଜ୍ଞବଦେୀ ପୁନଃନିର୍ମାଣ କରି ସହେି ୟଜ୍ଞବଦେୀର ଚତୁଃପାଶର୍‌ବ ରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ପଥରସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ପଥରରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ପୁନଃନିର୍ମାଣ କରି ସେହି ଯଜ୍ଞବେଦିର ଚତୁର୍ପାର୍ଶ୍ୱରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।