1 Kings 18:33 — Compare Translations

5 translations compared side by side

Odia - 1840
"ତା'ପରେ ସେ ୟଜ୍ଞବଦେୀ କାଠ ସଜାଇ ସହେି କାଠ ଉପରେ ବୃଷଭକୁ ଖଣ୍ତ ଖଣ୍ତ କରି କାଟି ଥୋଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ତ ଖଣ୍ତ କରି କାଟି କାଷ୍ଠ ଉପରେ ଥୋଇଲେ । ଆଉ ସେ କହିଲେ, ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯଜ୍ଞବେଦି କାଠ ସଜାଇ ସେହି କାଠ ଉପରେ ବୃଷଭକୁ ଖଣ୍ତ ଖଣ୍ତ କରି କାଟି ଥୋଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”