1 Kings 18:35 — Compare Translations
5 translations compared side by side
Odia - 1840
"ତଦ୍ଦ୍ବାରା ୟଜ୍ଞବଦେୀରୁ ଜଳ ବହି ଖାଇଟିକୁ ପୂର୍ଣ୍ଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକି ମଧ୍ୟ ଜଳରେ ପୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଦ୍ଦ୍ୱାରା ଯଜ୍ଞବେଦିରୁ ଜଳ ବହି ଖାଇଟିକୁ ପୂର୍ଣ୍ଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।