1 Kings 18:36 — Compare Translations

5 translations compared side by side

Odia - 1840
"ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ଵର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିୟ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଗଲେ ଓ କହିଲେ, “ହେ ସଦାପ୍ରଭୁ, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର ଓ ମୁଁ ଯେ ତୁମ୍ଭର ସେବକ ଏବଂ ମୁଁ ଯେ ତୁମ୍ଭ ବାକ୍ୟ ଅନୁସାରେ ଏହିସବୁ କାର୍ଯ୍ୟ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”