1 Kings 18:37 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦଖାଇେ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ବର, ତାହା ହେଲେ ସମାନେେ ସର୍ବାନ୍ତଃକରଣ ରେ ଜାଣିବେ ଯେ ତୁମ୍ଭେ ସମାନଙ୍କେୁ ତୁମ୍ଭ ନିକଟକୁ ଫରୋଇ ଆଣିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ଵର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ୱର, ତାହାହେଲେ ସେମାନେ ସର୍ବାନ୍ତଃକରଣରେ ଜାଣିବେ ଯେ ତୁମ୍ଭେ ସେମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋ’ କଥା ଶୁଣ, ହେ ସଦାପ୍ରଭୁ, ମୋ’ କଥା ଶୁଣ।